LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର , ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର । ସୂଚନା ଦେଲେ ଗଜପତି ମହାରାଜା ।
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର , ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର । ସୂଚନା ଦେଲେ ଗଜପତି ମହାରାଜା ।

Swarnnashri Mishra
Last updated: July 18, 2024 1:04 pm
Swarnnashri Mishra
12 months ago
Share
SHARE

ରତ୍ନଭଣ୍ଡାର ଭିତରକୁ ଯାଇ ତଦାରଖ କରିବା ପରେ ଶ୍ରୀମନ୍ଦିରରୁ ବାହାରକୁ ବାହାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହାପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ । ମହାପ୍ରଭୁଙ୍କ କୃପାରୁ ଆଜି ସନ୍ଧ୍ୟା ସୁଦ୍ଧା ଏହି କାମ ଶେଷ ହେବ ବୋଲି ଗଜପତି କହିଛନ୍ତି । ଏତିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।

You Might Also Like

ପୁଣି ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦେଶର ପ୍ରଥମ ନାଗରିକ

ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ସ୍କୁଲ ୟୁନିଫର୍ମ

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍ : ଆଇନ ମନ୍ତ୍ରୀ

ଏଚ୍‌ଏମ୍‌ପିଭି ନେଇ ଆଜି ସ୍ଵାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ

ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି

Levlive Odia
Levlive Odia
11 months ago
କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା: ଗୁଜରାଟରୁ ଗିରଫ ଅଭିଯୁକ୍ତ ସ୍ଵାମୀ
ଆସନ୍ତା ୧୯ ଏବଂ ୨୦ ତାରିଖରେ ରାଜ୍ୟରେ କାଳବୈଶାଖୀ !
ବିଶ୍ୱ ନେତା ରାଙ୍କିଂରେ ସବୁଠୁ ଆଗରେ ମୋଦି
ଆଜି ଅସଲ ଛାଡଖାଇ, ସକାଳୁ ସକାଳୁ ଆମିଷ ବଜାରରେ ଲୋକଙ୍କ ପ୍ରବଳ ଭିଡ଼
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha