LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ପୁଣି ବଢିଲା ସୁନା ଦର !
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ବାଣିଜ୍ୟ

ପୁଣି ବଢିଲା ସୁନା ଦର !

Levlive Odia
Last updated: July 8, 2025 11:58 am
Levlive Odia
4 days ago
Share
SHARE

ସୁନା ମୂଲ୍ୟରେ ପୁଣି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ପୂର୍ବ ଦିନ ଅପେକ୍ଷା ସୁନାରେ ୫୫୦ ଟଙ୍କା ବୃଦ୍ଧି ହୋଇଛି। ଏହି ବୃଦ୍ଧି ୨୪ କ୍ୟାରେଟ୍ ସୁନାରେ ହୋଇଛି । ସେହି ସମୟରେ, ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୫୦୦ ଟଙ୍କା ବୃଦ୍ଧି ପାଇଛି । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୯୮,୮୪୦ ଟଙ୍କା ରହିଛି, ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୬୦୦ଟଙ୍କା ଛୁଇଛି । ଓଡ଼ିଶା ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୮୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୬୦୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୯୯୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୮୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୮୪୦ ଓ ୯୦ ହଜାର ୬୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୨୦, ୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି। ତେବେ କେମିତି ଜାଣିବେ ସୁନାର ଶୁଦ୍ଧତା- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

You Might Also Like

୭୧ହଜାର ପ୍ରାର୍ଥୀଙ୍କୁ ମିଳିବ ସରକାରୀ ଚାକିରି

ଜି-ମେଲ୍‌ ଆଇଡିକୁ ମିଳିବ ବ୍ଲୁ ଟିକ୍

ରିଲାଏନ୍ସ ଜିଓ କରୁଛି ‘ଭାରତ ଜିପିଟି’ର ନିର୍ମାଣ

ଟ୍ୱିଟର ଲଗାଇଲା କଟକଣା !

କନ୍ଧମାଳ ଜିଲ୍ଲାରେ ଅଛି ଅଧିକ କୋଇଲା

TAGGED:#goldprice #gold #
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ପ୍ରଭାତୀ ପରିଡ଼ା

Levlive Odia
Levlive Odia
5 months ago
୨୫ ରନ୍‌ରେ ଭାରତର ଲଜ୍ଜାଜନକ ପରାଜୟ
ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
ଜବତ ହେଲା ୮୭୭୪ଟି ସିମକାର୍ଡ୍
ମନ୍ଦିରର ସଫେଇ କାମ କଲେ ମୋଦି
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha