LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଭିଜିଲାନ୍ସ ଜାଲରେ ଏଆରଆଇ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଭିଜିଲାନ୍ସ ଜାଲରେ ଏଆରଆଇ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

Levlive Odia
Last updated: January 10, 2025 5:21 pm
Levlive Odia
6 months ago
Share
SHARE

ଭୁବନେଶ୍ବର: ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ । ଭିଜିଲାନ୍ସ ଜାଲରେ ପଡିଲେ ଏଆରଆଇ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ ।

ସୂଚନା ମୁତାବକ, ସୋରଣ ଏଆରଆଇ କୈଳାଶ ଚନ୍ଦ୍ର ବେହେରା ବସୁନ୍ଧରା ଯୋଜନା ଅଧିନରେ ଥିବା ଜମିଜମା ସଂକ୍ରାନ୍ତୀୟ ମାମଲାର ଫଇସଲା ଲାଞ୍ଚ ମାଗିଥିଲେ । ଆଉ ଅଭିଯୋଗକାରୀ ୨୦ ହଜାର ଟଙ୍କା ଲାଞ୍ଚ ଦେବା ବେଳେ ମାଡ଼ି ବସିଲା ଭିଜିସାନ୍ସ । ପୂର୍ବରୁ ଏନେଇ ଅଭିଯୋଗକାରୀ ଭିଜିଲାନ୍ସକୁ ଜଣାଇବା ପରେ ଯୋଜନା ମୁତାବକ ଅଭିଯୋଗକାରୀ ଟଙ୍କାକୁ ଲାଞ୍ଚ ଆକାରରେ ଦେଉଥିଲେ । ଆଉ ସେହି ସମୟରେ ଲାଞ୍ଚ ଟଙ୍କା ସହ ଧରାପଡିଛନ୍ତି ଏଆରଆଇ ।

You Might Also Like

ଯାଜପୁର ଜିଳ୍ଲାରେ ଦୁଇଦିନ ଧରି କୋଟପା ପକ୍ଷରୁ ଚଢାଉ

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବିବାହ କଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ

ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ!

ନବୀନଙ୍କୁ ବିଜେପିରୁ ନିମନ୍ତ୍ରଣ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ପ୍ରବଳ ତାତିରୁ ଆଶ୍ୱସ୍ତି ଦେବ କାଳବୈଶାଖୀ

Swarnnashri Mishra
Swarnnashri Mishra
1 year ago
ବୁଥ୍ ବାହୁଡ଼ା ମତ: ବିଜେପିକୁ ଅଧିକ ଆସନ
ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର
କେନ୍ଦ୍ର ସରକାରଙ୍କ ନୂଆ ନିୟମ: ଏଣିକି ରାଜ୍ୟସଭାର ସଦସ୍ୟମାନେ ଦେଇପାରିବେନି ଏହିସବୁ ନାରା
ହାତୀ ଘଉଡ଼ାଇବା ବେଳେ ଅଘଟଣ: ଆକ୍ରମଣରେ ୩ ଗୁରୁତର
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha