LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩..
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩..

କଳିଙ୍ଗ ଷ୍ଟାଡିୟମରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Levlive Odia
Last updated: April 20, 2023 1:24 pm
Levlive Odia
2 years ago
Share
SHARE

ଭୁବନେଶ୍ବର: ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଭାବେ ଏହି କନକ୍ଲେଭ୍‌‌ ଆୟୋଜନ କରୁଛି। ଯାହାକି ଆସନ୍ତା ୨୦ରୁ ୨୨ ତାରିଖ ଯାଏଁ ଅନୁଷ୍ଠିତ ହେବ। ବିଶ୍ୱ ବଜାରରେ ‘ସ୍କିଲ୍‌‌-ଇନ୍‌‌-ଓଡ଼ିଶା’ର ବ୍ରାଣ୍ଡ୍‌‌କୁ ପ୍ରୋତ୍ସାହିତ କରିବା ଦକ୍ଷ ମାନବ ସମ୍ବଳ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏହି କନ୍‌‌କ୍ଲେଭର ପ୍ରମୁଖ ଉଦ୍ଦେଶ୍ୟ ରହିଛି। କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି। ଏଥିରେ ବିଭିନ୍ନ ପଲିଟେକନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଅଂଶଗ୍ରହଣ କରିଛନ୍ତି। ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ। ଏଥିରେ ବି ଏସଏଚଜି ମହିଳା ମଧ୍ୟ ସାମିଲ ହୋଇଛନ୍ତି। ବିଶ୍ୱସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଇଛି। ଆଜି ଉଦଘାଟନୀ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭର୍ସଙ୍କୁ ପୁରସ୍କୃତ କରିବେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ।

You Might Also Like

ରାଉରକେଲାରେ ଫୁଟିଲା ଗୁଳି: ପୂର୍ବ ଶତ୍ରୁତାରୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗୁଳିମାଡ

ରାଜ୍ୟରେ ସକ୍ରିୟ ଆଉ ଏକ ପଶ୍ଚିମାଝଡ଼

ଆଜି ସନ୍ଧ୍ୟାରେ ନିମାପଡାରେ ମୁଖ୍ୟମନ୍ତ୍ରୀ କରିବେ ରୋଡ ସୋ

କଟକ ନେତାଜୀ ବସ ଟର୍ମିନାଲ ହେବ ଶୁଭାରମ୍ଭ

IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ରୁଫ୍ ଆଣ୍ଡ ବ୍ରିଜ୍ ଲାଞ୍ଚ ମାମଲାରେ ରେଡ୍

TAGGED:cmnaveen patnaikodishaskilled in odisha
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ଦାମୀ ମଣିଷଙ୍କ ଦାମୀ ଗାଡ଼ି ଧକ୍କାରେ ଚାଲିଗଲା ଯୁବତୀଙ୍କ ଜୀବନ

Levlive Odia
Levlive Odia
2 years ago
ଆଜି ବାହାରିବ ଆଇସିଏସ୍ଇ ପରୀକ୍ଷା ଫଳ
ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗୁଳିମାଡ଼ ଘଟଣା: ଭାରତର ତୀବ୍ର ପ୍ରତିବାଦ, ଶ୍ରୀଲଙ୍କା ଉଚ୍ଚାୟୁକ୍ତଙ୍କୁ ସମନ
ଆଜି ଲୋକ ସଭାରେ ଆଗତ ହେବ ଆଇଟି ବିଲ୍‌
ସିରିଜ ଦୁର୍ଘଟଣା ଘଟାଇଲା ମୋ’ ବସ୍‌: ୪ ଆହତ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha