LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ

Levlive Odia
Last updated: December 26, 2023 2:48 pm
Levlive Odia
2 years ago
Share
SHARE

ଆଗାମୀ ଜାନୁଆରୀ ୧୭ ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ମୁଖ୍ୟମନ୍ତ୍ରୀ ବି ମୁଠାଏ ଚାଉଳ ଗୁଆ ଦେଇଥିଲେ। ସମସ୍ତେ ଚାଉଳ ଓ ଗୁଆ ଦିଅନ୍ତୁ। ପରିକ୍ରମା ପ୍ରକଳ୍ପ ହାତକୁ ନେଇ ଇତିହାସ ରଚିଲେ ମୂଖ୍ୟମନ୍ତ୍ରୀ। ନବୀନ ପଟ୍ଟନାୟକଙ୍କ ନା ଇତିହାସରେ ଲିପିବଦ୍ଧ ହେବ। ସମସ୍ତେ ଜଗନ୍ନାଥ ପ୍ରେମୀ ଯୋଗ ଦିଅନ୍ତୁ। ଜଗନ୍ନାଥଙ୍କ ବିନା ଏ ପ୍ରକଳ୍ପ ସମ୍ଭବ ନୁହେଁ। ସମସ୍ତଙ୍କ ସହଯୋଗରେ ସଫଳ ହୋଇଛି। ପ୍ରକଳ୍ପରେ ଜଗନ୍ନାଥଙ୍କ ପରୋକ୍ଷ ଓ ପ୍ରତ୍ୟକ୍ଷ ସହଯୋଗ ରହିଛି।ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ ପରିକ୍ରମା ପ୍ରକଳ୍ପରେ ସେ ଉପସ୍ଥିତ ରହିବେ। ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୁଠାଏ ଚାଉଳ ଓ ଗୋଟିଏ ଗୁଆ ଦେଲେ। ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ଅନୁରୋଧ, ଗୋଟେ ଗୁଆ ପଠାନ୍ତୁ। ପରିକ୍ରମା ପ୍ରକଳ୍ପରେ ସାମିଲ ହୁଅନ୍ତୁ। ଜଗନ୍ନାଥଙ୍କ ଇତିହାସରେ ନବୀନ ପଟ୍ଟନାୟକଙ୍କ ନାଁ ଶହେ ବର୍ଷ ପରେ ବି ମନେ ରଖିବେ ଲୋକେ। ଆମେ ଆଶୀର୍ବାଦ କରିଛୁ।

You Might Also Like

ଓଡ଼ିଶାରେ ଗଡ଼ିବ ଆଉ ୩ଟି ବନେ୍ଦ ଭାରତ ଏକ୍ସପ୍ରେସ

ସକାଳୁ ସକାଳୁ ଏନକାଉଣ୍ଟର: କିଙ୍ଗ୍ ଅଫ୍ ଫରେଷ୍ଟ ଗ୍ୟାଙ୍ଗ୍‌ର ସଦସ୍ୟ ଆହତ

ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର , ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର । ସୂଚନା ଦେଲେ ଗଜପତି ମହାରାଜା ।

ଜାନୁଆରି ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି, ଗଣତିମଣତି ସରିବ

ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ମନୋରଞ୍ଜନ

‘ଜବାନ’ର ୫ ଲକ୍ଷରୁ ଅଧିକ ଟିକେଟ୍ ବିକ୍ରି

Levlive Odia
Levlive Odia
2 years ago
ମିଳିବ ନୂଆ ରାସନ କାର୍ଡ଼, ନୂଆ କରି ଆବେଦନ କଲେଣି ୧୦ ଲକ୍ଷ ଲୋକ
କିଟ୍‌ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ପୁୁରୁଷ ବନ୍ଧୁର ହେବ ଭଏସ୍‌ ସ୍ପେକ୍ଟ୍ରୋଗ୍ରାଫି ଟେଷ୍ଟ୍‌
ନ୍ୟୁ ଜର୍ସି ରେଷ୍ଟୁରାଣ୍ଟରେ ‘ମୋଦୀଜୀ ଥାଳି’
ବାଲେଶ୍ଵରରୁ ଉଦ୍ଧାର ହେଲା ଅପହୃତ ଶିଶୁପୁତ୍ର: ଚୋର ଗିରଫ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha