LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ବଡ଼ଦାଣ୍ଡର ଝାଡୁ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ବଡ଼ଦାଣ୍ଡର ଝାଡୁ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Levlive Odia
Last updated: July 6, 2024 10:17 am
Levlive Odia
1 year ago
Share
SHARE

ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ସଫେଇ କରିଛନ୍ତି। ଏହାସହ ପୁରୀ ଏମ୍‌ପି ସମ୍ବତ ପାତ୍ର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।
ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ କରିଛନ୍ତି। ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି। ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷାଧିକ ଲୋକ ଆସିବେ। ଶ୍ରଦ୍ଧାଳୁ ନିଜେ ସଚେତନ ସହ ପ୍ରଶାସନ ସହ ମିଶି ସ୍ବଚ୍ଛତା ରଖିବେ ମୂଳ ଲକ୍ଷ୍ୟ। ରଥଯାତ୍ରାରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇ ମାଉସୀ ଘର ଆସିବେ। ରଥଯାତ୍ରା ପୂର୍ବରୁ ସଫେଇ କରିବା। ପବିତ୍ରତା ଆଣିବାକୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ବ୍ୟାପକ ସଚେତନ ପାଇଁ ଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।

You Might Also Like

ଆଇଏଏସ୍‌ ସ୍ତରରେ ଅଦଳବଦଳ: ସଂଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦାୟିତ୍ବ

‘ସୁଭଦ୍ରା’ ଟଙ୍କା ପାଇନଥିବା ହିତାଧିକାରୀଙ୍କୁ ଏପରି କରିବାକୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆସନ୍ତା ୨୪ ତାରିଖରୁ ପ୍ରଚାରକୁ ଓହ୍ଲାଇବେ ନବୀନ

ବୋଇତ ବନ୍ଦାଣ ଉତ୍ସବର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପିପିଲି ବିଧାୟକ ରୁଦ୍ର ମହାରଥୀଙ୍କ ଗାଡ଼ି ଉପରେ ଆକ୍ରମଣ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜନୀତିରାଜ୍ୟ

ବିଜେଡ଼ିକୁ ଭାଙ୍ଗିବା ପାଇଁ ଉଦ୍ୟମ କରୁଛି ବିଜେପି

Swarnnashri Mishra
Swarnnashri Mishra
1 year ago
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ:୨ଜଣ ପାଇଲଟଙ୍କ ମୃତ୍ୟୁ
ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ, ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଜାରି
ୟୁଟ୍ୟୁବରଙ୍କ ଉପରେ ଲାଗିବ ଲଗାମ
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମରିସସ୍‌ର ସର୍ବୋଚ୍ଚ ସମ୍ମାନ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha