LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର , ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର । ସୂଚନା ଦେଲେ ଗଜପତି ମହାରାଜା ।
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର , ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର । ସୂଚନା ଦେଲେ ଗଜପତି ମହାରାଜା ।

Swarnnashri Mishra
Last updated: July 18, 2024 1:04 pm
Swarnnashri Mishra
12 months ago
Share
SHARE

ରତ୍ନଭଣ୍ଡାର ଭିତରକୁ ଯାଇ ତଦାରଖ କରିବା ପରେ ଶ୍ରୀମନ୍ଦିରରୁ ବାହାରକୁ ବାହାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହାପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ । ମହାପ୍ରଭୁଙ୍କ କୃପାରୁ ଆଜି ସନ୍ଧ୍ୟା ସୁଦ୍ଧା ଏହି କାମ ଶେଷ ହେବ ବୋଲି ଗଜପତି କହିଛନ୍ତି । ଏତିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।

You Might Also Like

ନବୀନଙ୍କ ଆଉ ଏକ ରେକର୍ଡ

ବଂଶଲଙ୍କୁ ମିଳିଲା ଅବସର ଅନୁମତି

ନେପାଳରେ ଭୟଙ୍କର ଭୂସ୍ଖଳନ ପରେ ନଦୀରେ ଭାସିଗଲା ବସ୍

ମଦଦୋକାନୀଙ୍କ ପାଇଁ ନୂଆ ନିୟମ

‘ବସରେ ପ୍ରଥମେ ଚଢ଼ିବାକୁ ମହିଳାଙ୍କୁ ମନା କରାଯାଇପାରିବନି’

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜନୀତି

ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ

Levlive Odia
Levlive Odia
1 year ago
ଇସ୍ରାଏଲରେ ଯୁଦ୍ଧ ଭୟ
ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ମତଦାନ
ପୋଲିଂ ବୁଥରେ କଚାଡ଼ି ଭାଙ୍ଗିଦେଲେ EVM
ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha