LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: କେମିତି ପରଖିବେ ସୁନାର ଶୁଦ୍ଧତା ?
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ବାଣିଜ୍ୟ

କେମିତି ପରଖିବେ ସୁନାର ଶୁଦ୍ଧତା ?

Levlive Odia
Last updated: July 5, 2025 12:29 pm
Levlive Odia
5 days ago
Share
SHARE

ସୁନା ମୂଲ୍ୟରେ ଏକ ବଡ଼ ହ୍ରାସ ଘଟିଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮,୭୨୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୯୦, ୪୯୦ ଟଙ୍କାରେ କାରବାର ଆରମ୍ଭ କରିଛି । ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,୭୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୪୯୦ ଟଙ୍କାକୁ ପହଞ୍ଚିଛି। ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୭୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୪୯୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୮୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୬୪୦ ଟଙ୍କାରେ କାରବାର ଆରମ୍ଭ କରିଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮,୭୨୦ ଓ ୯୦ ହଜାର ୪୯୦ ଟଙ୍କା ରହିଛି। ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧,୨୦,୦୦୦ ଟଙ୍କା ହୋଇଛି। ତେବେ ସୁନା କିଣିବା ବେଳେ କେମିତି ଜାଣିବେ ସୁନାର ଶୁଦ୍ଧତା । ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

You Might Also Like

ଶସ୍ତା ହେଲା ସିଲିଣ୍ଡର ଗ୍ରାହକ ଆଶ୍ବସ୍ତି !

ଜାରି ହେଲା ୪୦ ଗ୍ରାମ ଓଜନର ୯୦ଟଙ୍କିିଆ ମୁଦ୍ରା

ଏଡିଟ୍‌ କରିହେବ ହ୍ବାଟସ୍‌ଆପ୍‌ରେ ପଠାଯାଇଥିବା ମେସେଜ୍‌

ମେଟାରେ ୧୦,୦୦୦ ଛଟେଇ ଆରମ୍ଭ

ସୁନା ଓ ରୂପାର ଦରରେ ଲାଗୁନି ବ୍ରେକ – ପୁଣି ବଢ଼ିଲା ସୁନା ଦର

TAGGED:#gold #goldprice #bishalmark
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ଦିନ ଦ୍ବିପ୍ରହରରେ ଘରେ ପଶି ଯୁବକଙ୍କୁ ଗୁଳି ମାରିଲେ ଦୁଇ ଦୁର୍ବୃତ୍ତ, ଯୁବକ ଗୁରୁତର

Levlive Odia
Levlive Odia
10 months ago
ସ୍ୱର୍ଣ୍ଣ ପଦକ ଜିତିଲା ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌
ଘାଟାରେ ଚାଲୁଛି OSRTC, ଆୟଠୁ ବଢି ଯାଉଛି ବ୍ୟୟ: ପରିବହନ ମନ୍ତ୍ରୀ
କ୍ରିସମସ୍ ଟ୍ରି ଏବଂ ରଙ୍ଗୀନ ଆଲୋକ ମାଳାରେ ଝଲସୁଛି ଚର୍ଚ୍ଚ
Voter ID ସହ ଲିଙ୍କ ହେବ ଆଧାର: ନିର୍ବାଚନ କମିଶନ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha