LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଆଣ୍ଠୁଗଣ୍ଠି ରୋଗ ଉପଶମ କରେ ମେଥି ଶାଗ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ଜୀବନଚର୍ଯ୍ୟା

ଆଣ୍ଠୁଗଣ୍ଠି ରୋଗ ଉପଶମ କରେ ମେଥି ଶାଗ

Swarnnashri Mishra
Last updated: January 7, 2025 11:34 am
Swarnnashri Mishra
6 months ago
Share
SHARE

 

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି, ଆର୍ଥ୍ରାଇଟ୍ସ, ଏସୋପ୍ଟିକ୍‌ ନେକ୍ରୋସିସ୍‌, ଗଣ୍ଠି ସଂକ୍ରମଣ, ଟ୍ୟୁମର୍‌, ଆଷ୍ଟିଓକୋଡ୍ରାଇଟ୍ସ ଇତ୍ୟାଦି। ଅନେକ ସମୟରେ ଏହି ଯନ୍ତ୍ରଣାରୁ ରକ୍ଷାପାଇବାକୁ ଔଷଧ ସେବନ କରିବାକୁ ପଡ଼ିଥାଏ ଏଥିରେ ଉପଶମ ନ ହେଲେ ଅସ୍ତ୍ରୋପଚାର ଶେଷ ରାସ୍ତା ଥାଏ। ତେବେ ଜାଣି ଆଚମ୍ବିତ ହେବେ, ଏଭଳି ମାରାମତ୍କ ଯନ୍ତ୍ରଣାର ଉପଶମ ଔଷଧ ଉପାୟ ଘର ଭିତରେ ରହିଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ, ମେଥି ଶାଗ ଗଣ୍ଠି ଯନ୍ତ୍ରଣାରୁ ଲାଘବ ଦେବାରେ ବେଶ୍‌ ସହାୟକ ହୋଇଥାଏ। ମେଥି ଶାଗରେ ପ୍ରୋଟିନ୍‌, ଫାଇବର୍‌ ଏବଂ ଆଇରନ୍‌ ପ୍ରଚୁର ମାତ୍ରାରେ ମିଳିଥାଏ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମେଟରୀ ଗୁଣ ଶରୀରର ବିଭିନ୍ନ ଯନ୍ତ୍ରଣା  ଦୂର କରିଥାଏ। ମେଥି ଶାଗରେ ଆଣ୍ଟିି ଅକ୍ସିଡାଣ୍ଟ୍‌ ଭରପୂର୍‌ ଥାଏ। ଏହାଛଡ଼ା ମେଥି ଦାନାରେ ପେଟ୍ରୋଲିୟମ୍‌ ଇଥର ଏକ୍ସଟ୍ରାକ୍ଟ ନାମକ ଯୌଗିକ ରହିଥାଏ, ଯେଉଁଥିରେ ମୁଖ୍ୟ ରୂପରେ ଲିନୋଲିକ୍‌ ଏସିଡ୍‌ ଏବଂ ଲିନୋଲେନିକ୍‌ ଏସିଡ୍‌ ସାମିଲ ଥାଏ। ଏହାର ସେବନ ଦ୍ୱାରା ଆଣ୍ଠୁଗଣ୍ଠି ଏବଂ ମେରୁଦଣ୍ଡରେ ହେଉଥିବା ଅସହନୀୟ ଯନ୍ତ୍ରଣାରୁ ଉପଶମ ମିଳିଥାଏ।

You Might Also Like

ଲେମ୍ବୁ ଖାଆନ୍ତୁ ନିରୋଗ ହୁଅନ୍ତୁ

ହର୍‌ମୋନ୍‌ ଅସନ୍ତୁଳନର ଲକ୍ଷଣ ଓ ଏହାର ପ୍ରତିକାର

ସର୍ବଦା ଗରମ ରହୁଛି କି ଆପଣଙ୍କ ଶରୀର ?

ରାତିରେ ଶୋଇବାର କେତେ ଘଣ୍ଟା ପୂର୍ବରୁ ପାଣି ପିଇବା ଉଚିତ୍ ?

କମ ବୟସରେ ମୃତ୍ୟୁର କାରଣ ମାଇକ୍ରୋପ୍ଲାଷ୍ଟିକ୍ସ!

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ବିଶେଷ

ଆସିବାକୁ ଯାଉଛି ଆଦାନୀ ଗ୍ରୁପର କ୍ରେଡିଟ୍ କାର୍ଡ

Levlive Odia
Levlive Odia
2 years ago
ଶ୍ରୀମନ୍ଦିର ଲୁହା କଡ଼େଇରେ ରୋଷେଇ ପ୍ରସ୍ତୁତ ବ୍ୟବସ୍ଥା ନାହିଁ ! ତାହାଲେ କାହିଁକି ?
ବଲିଉଡ ସିଙ୍ଗର ଅରିଜିତ ସିଂହ ଆହତ
୪ର୍ଥ ଦିନରେ ‘Kalki 2898 AD’ ବକ୍ସ ଅଫିସରେ କଲା ୩୦୦ କୋଟି ପାର
କିଟ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣା: ବଡ଼ ଆକ୍ସନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha