LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜନୀତି

ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ

Levlive Odia
Last updated: March 16, 2024 5:14 pm
Levlive Odia
1 year ago
Share
SHARE

୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ସାରା ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଜୁନ ୪ରେ ଭୋଟ ଗଣତି ହେବ । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ରାଜ୍ୟରେ ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଭୋଟ ଗ୍ରହଣ ହେବ । ଏପ୍ରିଲ ୧୯ରେ ୨୧ଟି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟରେ ୮୯ଟି ଆସନରେ ମତଦାନ ହେବ। ସେହିପରି ମେ’ ୭ ରେ ତୃତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟର ଭୋଟରମାନେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ୪ର୍ଥ ପର୍ଯ୍ୟାୟ ଭୋଟ ୧୩ ମେ  ୫ମ ପର୍ଯ୍ୟାୟ ୨୦ ମେରେ ଅନୁଷ୍ଠିତ ହେବ । ୬ଷ୍ଠ ପର୍ଯ୍ୟାୟ ୨୫ ମେ ଓ ୭ମ ପର୍ଯ୍ୟାୟ ୧ ଜୁନରେ ହେବ ।ଏହି ନିର୍ବାଚନ ପାଇଁ ୫୫ ଲକ୍ଷ ଇଭିଏମର ବ୍ୟବହାର କରାଯିବ । ୧୦.୫ ଲକ୍ଷ ପୋଲିଂ ବୁଥରେ ଭୋଟ ଗ୍ରହଣ କରାଯିବ । ଦେଢ କୋଟି ପୋଲିଂ ଅଫିସର ଓ କର୍ମଚାରୀ ନିର୍ବାଚନ କାମରେ ନିୟୋଜିତ ହେବେ । ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ୨୧୦୦ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି ।

You Might Also Like

ଇନ୍ଦିରାଙ୍କ ହତ୍ୟାକାରୀର ପୁଅ ଲଢ଼ିବେ ଲୋକସଭା ନିର୍ବାଚନ

୨ ପର୍ଯ୍ୟାୟ ଭୋଟ ପରେ ଆମେ ପାଇବୁ ୧୦୦ ଆସନ

ଓଡ଼ିଶା କୁ ମିଳିଲେ ମୁଖ୍ୟ ଶାସନ ସାଚିବ

ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବେ ଅନୁରା କୁମାରା

କୋର୍ଟର ଦ୍ୱାରସ୍ଥ ହେବେ ଅରବିନ୍ଦ ଢାଲି

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ଦେଶ-ବିଦେଶ

୭୫ତମ ଗଣତନ୍ତ୍ର ଦିବସ,ତ୍ରିରଙ୍ଗା ରଙ୍ଗରେ ସବୁକିଛି ରଙ୍ଗୀନ

Levlive Odia
Levlive Odia
1 year ago
ସୁବର୍ଣ୍ଣ ରେଖା ନଦୀର ଜଳ ସ୍ତର ହ୍ରାସ ସତ୍ତ୍ୱେ କମୁନି ଲୋକଙ୍କ ଦୁର୍ଦ୍ଦଶା
ଲଗାଣ ବର୍ଷାରେ ଭାଙ୍ଗିଲା ଅସ୍ଥାୟୀ ପୋଲ: ଯାତାୟାତ ଠପ, ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ
ଓଡ଼ିଶାରେ ଜାଲ ସାର୍ଟିଫିକେଟ ଦୁର୍ନିୀତି
ଆଜି ଜାତୀୟ ଡେଙ୍ଗୁ ଦିବସ : ଡେଙ୍ଗୁରୁ ଉପଶମ ଦେଇପାରିବ ୧୦ ଟଙ୍କାର ଅମୃତଭଣ୍ଡା
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha