LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ପୁରୀକୁ ଗଡିଲା ଜଗନ୍ନାଥ ଏକ୍ସପ୍ରେସ୍ ବସ୍
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ପୁରୀକୁ ଗଡିଲା ଜଗନ୍ନାଥ ଏକ୍ସପ୍ରେସ୍ ବସ୍

Levlive Odia
Last updated: January 19, 2024 11:33 am
Levlive Odia
1 year ago
Share
SHARE

ଜୟପୁରରୁ ପୁରୀକୁ ଗଡ଼ିଛି ଜଗନ୍ନାଥ ଏକ୍ସପ୍ରେସ୍ । ଜୟପୁରରୁ ବାହାରି କୋରାପୁଟ ହୋଇ ପୁରୀରେ ପହଞ୍ଚିିବ ବସ୍ । ଆଦିବାସୀ ଅଞ୍ଚଳ କୁହାଯାଉଥିବା କୋରାପୁଟ ଜିଲ୍ଲାରେ ପୁରୀକୁ ଯିବା ପାଇଁ କୌଣସି ସିଧାସଳଖ ବସର ସୁବିଧା ନଥିଲା । ଏବେ ଏହି ବସ୍ ଗଡ଼ିବା ପରେ ଅଞ୍ଚଳବାସୀ ଯାତାୟତର ସୁବିଧା ପାଇବେ । ଗତକାଲି ଏହି ସେବାକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀକ୍ଷେତ୍ର ପୁରୀକୁ ସବୁ ଜିଲ୍ଲାରୁ ଶ୍ରଦ୍ଧାଳୁ କିପରି ସୁବିଧାରେ ଆସି ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେଥିପାଇଁ ଆରମ୍ଭ ହୋଇଛି ଏହି ନୂତନ ବସ୍ ସେବା ।

You Might Also Like

ମାତ୍ର ୫୦ ଟଙ୍କା ପାଇଁ ବାପା, ମାଆ ଓ ପୁଅକୁ ଟାଙ୍ଗିଆରେ ଆକ୍ରମଣ କଲା ପୁତୁରା

ଓଜେଏସ-୨୦୨୩ ପରୀକ୍ଷା ଫଳ ପ୍ରକାଶିତ, ସୋମେଶ ରଣବିଜୁଳି ଟପ୍ପର

ମେଳା ଦେଖି ବାଇକରେ ଘରକୁ ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ୩ ଯୁବକଙ୍କ ଜୀବନ

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ଆଜି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଜ୍ଞପ୍ତି

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ଦେଶ-ବିଦେଶ

ଚିଲିରେ ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ , ଗଲାଣି ୧୧୨ ଜଣଙ୍କ ଜୀବନ

Levlive Odia
Levlive Odia
1 year ago
ନନ୍ଦନକାନନରେ ଧଳା ବାଘୁଣୀ ସ୍ନେହାର ମୃତ୍ୟୁ
ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ
ଆସନ୍ତା ୬ରେ ଓଡ଼ିଶା ଆସିବେ ମୋଦି
ନାଗାର୍ଜୁନଙ୍କ କନଭେନସନ ସେଣ୍ଟର ଉପରେ ବୁଲଡୋଜର
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha