LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ହାଇଦ୍ରାବାଦକୁ ହରାଇ ଫାଇନାଲରେ କୋଲକାତା
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ଖେଳ

ହାଇଦ୍ରାବାଦକୁ ହରାଇ ଫାଇନାଲରେ କୋଲକାତା

Levlive Odia
Last updated: May 22, 2024 10:35 am
Levlive Odia
1 year ago
Share
SHARE

ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି କୋଲକାତା ନାଇଟ୍ ରାଇଡର୍ସ ।  ୧୭ ତମ ସଂସ୍କରଣର ପ୍ରଥମ କ୍ବାଲିଫାୟର ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ମାତ୍‌ ଦେଇ ଫାଇନାଲରେ ପ୍ରବେଶ କରିଛି କେକେଆର।ଏହା ସହ ଏକତରଫା ଭାବେ ଏହି ମ୍ୟାଚ ଜିତି ନେଇଛି କେକେଆର୍ । ପ୍ରଥମ ଦଳ ଭାବେ ଫାଇନାଲରେ ପହଞ୍ଚିଯାଇଛି କେକେଆର୍ । ଗତକାଲିର ଏହି ମ୍ୟାଚରେ ହାଇଦ୍ରାବାଦକୁ ୮ ୱିକେଟ୍ ରେ ପରାସ୍ତ କରିଛି କୋଲକାତା । ଟିମର ଏହି ବିଜୟ ପରେ ଶାହରୁଖ ଖାନଙ୍କର ମଧ୍ୟ ଖୁସିର ସୀମା ରହିନାହିଁ । ମ୍ୟାଚରେ ଯେତେବେଳେ କେକେଆର ଫାଇନାଲ ପାଇଁ କ୍ୱାଲିଫାଏ ହେଲା ସେହି ସମୟରେ ଶାହରୁଖ ଖାନଙ୍କୁ ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖୁସି ହୋଇଥିବା ଦେଖିବାକୁ ମିଳିଥିଲା । ଶାହରୁଖ ଖାନ ନିଜ ପିଲା ସୁହାନା ଏବଂ ଅବରାମ ଏବଂ ନିଜ ମ୍ୟାନେଜର ପୂଜା ଦଦଲାନୀଙ୍କ ସହ ଖୁସି ମନାଉଥିବା ଦେଖିବାକୁ ମିଳିଛି ।

ଅବଶ୍ୟ ହାଇଦ୍ରାବାଦକୁ ବର୍ତ୍ତମାନ ଦ୍ୱିତୀୟ କ୍ୱାଲିଫାୟର ଖେଳି ଫାଇନାଲ ଯିବାକୁ ସୁଯୋଗ ରହିଛି । ପ୍ରଥମ ଇନିଂସରେ ବୋଲର କମାଲ କରିଥିବା ବେଳେ ଦ୍ବିତୀୟ ଇନିଂସରେ ବ୍ୟାଟସମ୍ୟାନଙ୍କ ଦମଦାର ବ୍ୟାଟିଂ ବଳରେ ସହଜ ବିଜୟ ହାସଲ କରିଛି କୋଲକାତା ନାଇଟ ରାଇଡର୍ସ। ୨୦୨୧ ପରେ କେକେଆର ପୁଣି ଥରେ ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି। ୨୦୨୧ରେ ଦଳ ଫାଇନାଲ ଯାଇଥିଲେ ମଧ୍ୟ ଚେନ୍ନାଇ ଠାରୁ ହାରି ଯାଇଥିଲା। ଏଥର ଦଳ ଟ୍ରଫି ହାତେଇବା ଲକ୍ଷ୍ୟରେ ରହିଛି। 

You Might Also Like

ଟିମ ଇଣ୍ଡିଆର ନୂଆ ଜର୍ସିକୁ ଲଞ୍ଚ କଲେ ରୋହିତ ଓ ଜୟ ଶାହ

ଭାରତକୁ ୮ମ ପଦକ, ରୌପ୍ୟ ଜିତିଲେ ଯୋଗେଶ

ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟୀ ହେଲା ଟିମ୍ ଇଣ୍ଡିଆ

୧୨୦ ପରଟା ବେଲିଲେ ପ୍ରୀତି ଜିଣ୍ଟା

ପାକିସ୍ତାନକୁ ହରାଇଲା ଟିମ ଇଣ୍ଡିଆ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ଘାଟାରେ ଚାଲୁଛି OSRTC, ଆୟଠୁ ବଢି ଯାଉଛି ବ୍ୟୟ: ପରିବହନ ମନ୍ତ୍ରୀ

Levlive Odia
Levlive Odia
4 months ago
ଆଗକୁ ଆସୁଛି ନୂଆବର୍ଷ, ଶ୍ରୀକ୍ଷେତ୍ରରେ ଜମିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼; ଶୃଙ୍ଖଳିତ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟବସ୍ତା
ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ, ଏହା ନୂଆ ନୁହେଁ; HMP ଭାଇରସକୁ ନେଇ ସତର୍କ କରାଇଲେ ଜନସ୍ୱାସ୍ଥ୍ୟ ନିର୍ଦେଶକ
୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ବାହାରକୁ ଯିବା ମନା
ପୁଅକୁ କୋଳରେ ବସାଇ ଗାଡ଼ି ଶିଖାଉଥିଲେ:ଦେବାକୁ ପଡ଼ିଲା ମୋଟା ଅଙ୍କର ଜୋରିମାନା
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha