LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ୨୫ବର୍ଷ ପରେ ଭାରତ ଫେରିଲେ ମମତା କୁଲକର୍ଣ୍ଣି: ଗ୍ଲାମର ଜୀବନରୁ ସନ୍ନ୍ୟାସିନୀ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ମନୋରଞ୍ଜନ

୨୫ବର୍ଷ ପରେ ଭାରତ ଫେରିଲେ ମମତା କୁଲକର୍ଣ୍ଣି: ଗ୍ଲାମର ଜୀବନରୁ ସନ୍ନ୍ୟାସିନୀ

Levlive Odia
Last updated: January 25, 2025 1:06 pm
Levlive Odia
6 months ago
Share
SHARE

ପ୍ରୟାଗରାଜ:ବଲିଉଡ୍‌ ଅଭିନେତ୍ରୀ ମମତା କୁଲ୍‌କର୍ନି ଚଳଚ୍ଚିତ୍ର ଜଗତର ଗ୍ଲାମରସ୍‌ ଦୁନିଆରୁ ସମ୍ପୂର୍ଣ୍ଣ ଓହରି ସନ୍ନ୍ୟାସିନୀ ଜୀବନ ବାଛିଛନ୍ତି। ୫୨ ବର୍ଷୀୟା ପୂର୍ବତନ ଆକ୍ଟ୍ରେସ୍‌ଙ୍କୁ ଶୁକ୍ରବାର ଏକ ଭବ୍ୟ ସମାରୋହରେ ଆନୁଷ୍ଠାନିକ ଭାବେ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯାଇଛି। ପ୍ରୟାଗରାଜର ସଙ୍ଗମ ସ୍ଥଳରେ ପାରମ୍ପରିକ ପିଣ୍ଡଦାନ ପରେ ସେ ନୂଆ ଭୂମିକାରେ ନଜର ଆସିଛନ୍ତି। ଏଣିକି ସେ ମମତା ପରିବର୍ତ୍ତେ ମମତାନନ୍ଦ ଗିରି ନାମରେ ପରିଚିତ ହେବେ। ପ୍ରକାଶ ଯେ, ୧୯୯୦ ଦଶକରେ ଦର୍ଶକଙ୍କ ହୃଦୟରେ ରାଜ କରିଥିବା ଏହି ସୁନ୍ଦରୀ ଅଭିନେତ୍ରୀ ୨୦୧୩ରେ ଡ୍ରଗ୍ସ କିଙ୍ଗ୍‌ପିନ୍‌ ଭି.କି. ଗୋସ୍ବାମୀଙ୍କୁ ବିବାହ କରି କେନିଆରେ ବସବାସ କରୁଥିଲେ। ଦୀର୍ଘ ୨୫ ବର୍ଷର ବ୍ୟବଧାନ ପରେ ମମତା ନିକଟରେ ମୁମ୍ବାଇ ଫେରିଥିଲେ। ବକ୍ତ ହମାରା ହୈ, କ୍ରାନ୍ତିବୀର, କରନ୍‌ ଅର୍ଜୁନ, ଚାଇନା ଗେଟ୍‌, ଛୁପା ରୁସ୍ତମ୍‌, ବାଜି ଆଦି ମମତାଙ୍କ ଅଭିନୀତ ଚର୍ଚ୍ଚିତ ଚଳଚ୍ଚିତ୍ର।

You Might Also Like

ୟଶ ଚୋପ୍ରାଙ୍କ ଜନ୍ମ ବାର୍ଷିକୀରେ ଆସିଲା ‘Tiger 3’ ମେସେଜ୍ ..

ଶ୍ରାଦ୍ଧ ବାର୍ଷିକୀରେ ମନେ ପଡୁଛନ୍ତି ସୁଶାନ୍ତ ସିଂ ରାଜପୁତ

ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲେ ‘ପ୍ରଥା’ ଫିଲ୍ମର ପ୍ରଯୋଜିକା

ଫିଲ୍ମଫେୟାର ଆଓ୍ଵାର୍ଡ ୨୦୨୩, ଗଙ୍ଗୁବାଇ କାଠିଆଓ୍ଵାଡ଼ି ଶ୍ରେଷ୍ଠ ଚଳଚିତ୍ର

ଦର୍ଶକଙ୍କର ମନମୋହୁଛି ସାଉଥ୍ ଫିଲ୍ମ ‘ହନୁମାନ୍’

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜନୀତି

ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ

Levlive Odia
Levlive Odia
1 year ago
ଭାରତରେ ପ୍ରଥମ କରି ଗଡିଲା ମାନବବିହୀନ ଚାରି ଚକିଆ ଯାନ
ଚିଲିକାରେ ଡଲଫିନ ଗଣନା ଆରମ୍ଭ, ୩ ଦିନ ଧରି ଚାଲିବ
ଗୁରୁ ପୂର୍ଣ୍ଣିମାର ମହତ୍ତ୍ବ
ନିର୍ବାଚନ ରେ ଧର୍ମର ପ୍ରଥମ ବ୍ୟବହାର
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha