LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଆଜି ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝି
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜନୀତିରାଜ୍ୟ

ଆଜି ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝି

Swarnnashri Mishra
Last updated: June 12, 2024 9:20 am
Swarnnashri Mishra
1 year ago
Share
SHARE

ସବୁ କଳ୍ପନାଜଳ୍ପନାର ପୂର୍ଣ୍ଣଚ୍ଛେଦ ପଡିଛି। ଏକ ସପ୍ତାହଧରି ମୁଖ୍ୟମନ୍ତ୍ରୀ ପଦକୁ ନେଇ ବିଜେପି ନେତାଙ୍କ ସମେତ ରାଜ୍ୟବାସୀଙ୍କ ମନରେ ଲାଗି ରହିଥିବା ଉତ୍କଣ୍ଠାର ପରିସମାପ୍ତି ଘଟିଛି। କେନ୍ଦୁଝର ବିଧାୟକ ମୋହନ ମାଝିଙ୍କ ମୁଣ୍ଡରେ ସୁନାକଳସ ଢାଳିଛି ଦଳ। ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଭାବେ ସେ ଆଜି ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ। ବିଜେପିର ବରିଷ୍ଠ ନେତା ତଥା ପାଟଣାଗଡର ବିଧାୟକ କନକବର୍ଦ୍ଧନ ସିଂହଦେଓ ଏବଂ ନିମାପଡାର ବିଧାୟିକା ପ୍ରଭାତୀ ପରିଡା ମଧ୍ୟ ଆଜି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଆଜି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଅନେକ ଭିଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

You Might Also Like

ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି…

75ତମ ଜିଲ୍ଲା ସ୍ତରୀୟ ବନମହୋତ୍ସବ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ, ପିଙ୍ଗଲ ଠାରେ ପାଳିତ।”

ଆଇସିୟୁରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଗଛକୁ ପିଟି ଓଲଟିଲା ଯାତ୍ରୀବାହୀ ବସ୍‌; ଡ୍ରାଇଭର ମୃତ, ୩୦ ଆହତ

ସୁବ୍ରତ ବାଗଚୀ ହେଲେ ସରକାରୀ ଅନୁଷ୍ଠାନ ଦକ୍ଷତା ବିକାଶ ଉପଦେଷ୍ଟା

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ବାଣିଜ୍ୟ

କନ୍ଧମାଳ ଜିଲ୍ଲାରେ ଅଛି ଅଧିକ କୋଇଲା

Levlive Odia
Levlive Odia
2 years ago
ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ ରଚିଲା ବିଶ୍ୱ ରେକର୍ଡ
ଆଜି ବିଶ୍ୱ ରେଡିଓ ଦିବସ
କେଜିଏଫ୍-୨,କାନ୍ତାରା ଏବଂ RRR ଙ୍କ ରେକର୍ଡ କାଟିବ କି ‘ସ୍କନ୍ଦା’
ଆଜିଠୁ ପୁଣି ବଢ଼ିଲା କମର୍ସିଆଲ୍‌ ଏଲପିଜି ଦାମ୍, ସିଲିଣ୍ଡର ପିଛା ୧୬ଟଙ୍କା ୫୦ ପଇସା ବୃଦ୍ଧି
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha