LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ

Levlive Odia
Last updated: August 8, 2024 12:33 pm
Levlive Odia
11 months ago
Share
SHARE

ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ଚୋରା ମଦ ବିକ୍ରି କିପରି ବନ୍ଦ ହେବ ତାହା ଏକ ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହୋଇଥିବା ଆଇନମନ୍ତ୍ରୀ କହିଛନ୍ତି। ଆଗାମୀ ବର୍ଷ ଠୁାରୁ ଓଡ଼ିଶାରେ ଚୋରା ମଦ ଚାଲାଣ ବନ୍ଦ କରିବା ପାଇଁ ଯୋଜନା ହୋଇଥିବା ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ସେହି ଆଧାରରେ ପରିବର୍ତ୍ତନ ମଧ୍ୟ କରାଯ‌ାଉଛି। ଆଗକୁ ଆମୂଳଚୁଳ ପରିବର୍ତ୍ତନ କରାଯିବ। ଆସନ୍ତା ବର୍ଷା ଯେଉଁ ମଦନୀତି ହେବ, ସେଥିରେ ଓଡ଼ିଶାରୁ ଚୋରମଦ ବିକ୍ରି ବନ୍ଦ କରିବାକୁ ନୀତି ପ୍ରଣୟନ କରାଯିବ। ଯେଉଁ ମଦନୀତି ଥିଲା ସେଥିରେ କିଛି ସଂଶୋଧନ କରାଯିବ। ଯେଉଁ କିଛି ସମସ୍ୟା ରହିଥିଲା,ତାହାର କିପରିସମାଧାନ କରାଯିବ ସେ ଦିଗରେ ପ୍ରଚେଷ୍ଟା କରାଯାଉଛି ବୋଲି ଆଇନମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

You Might Also Like

ଓଡ଼ିଶାରେ ଆଜିଠୁ ଆରମ୍ଭ ହେବ ଇକୋ ରିଟ୍ରିଟ୍‍

ପ୍ରେମିକାଙ୍କୁ ଗଳାକାଟି କରିଥିଲେ ହତ୍ୟା, ଏବେ ପୋଲିସ ଧରିବାରୁ ପିଇଲେ ବିଷ

ବାଣ ଧୂଆଁରେ ଅଣନିଃଶ୍ବାସୀ ଟ୍ୱିନସିଟି ବାସିନ୍ଦା, ଦିପାବଳୀ ପରେ କୁହୁଡିର ଭ୍ରମ ସୃଷ୍ଟି କଲା ଧୂଆଁ

ହୁଗୁଳି ଆସନରୁ ରଚନା ବାନାର୍ଜୀଙ୍କୁ ପ୍ରାର୍ଥୀ କଲେ ମମତା

ରାଜ୍ୟରେ ତାପମାତ୍ରା କମିବ: ୯ରୁ ବଢିବ ଶୀତ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ଦେଶ-ବିଦେଶ

ନୂଆ ସଂସଦ ବିଶ୍ବ ବିକାଶର ନେତୃତ୍ବ ନେବ: ପ୍ରଧାନମନ୍ତ୍ରୀ ମୋଦୀ

Levlive Odia
Levlive Odia
2 years ago
ଫେବ୍ରୁଆରି ୧୬ରୁ ଯୁକ୍ତ୨ ପରୀକ୍ଷା
ସ୍ୱାସ୍ଥ୍ୟ ପାଇଁ ଓମେଗା-୩ ଫ୍ୟାଟି ଏସିଡ୍ କେତେ ଜରୁରୀ
୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ; ପ୍ରତି ପଞ୍ଚାୟତରେ ଖୋଲାଯିବ ଆଦର୍ଶ ବିଦ୍ୟାଳୟ
କର୍ଣ୍ଣାଟକରେ ଜିତିଲା କଂଗ୍ରେସ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha