LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଲାଗି ହେଲା ନବାନ୍ନ : ଘଣ୍ଟଘଣ୍ଟା ଧ୍ବନିରେ ପ୍ରକମ୍ପିତ ହୋଇଛି ମନ୍ଦିର
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଲାଗି ହେଲା ନବାନ୍ନ : ଘଣ୍ଟଘଣ୍ଟା ଧ୍ବନିରେ ପ୍ରକମ୍ପିତ ହୋଇଛି ମନ୍ଦିର

Levlive Odia
Last updated: September 8, 2024 10:42 am
Levlive Odia
10 months ago
Share
SHARE

ଲାଗି ହେଲା ନବାନ୍ନ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କ ପାଖରେ ନିର୍ଦ୍ଧାରିତ ସମୟ ସକାଳ ୯ଟା ୧୨ରୁ ୨୭ ମଧ୍ୟରେରେ ନବାନ୍ନ ଲାଗି ହୋଇଛି। ଏବେ ପାର୍ଶ୍ବ ଦେବାଦେବୀଙ୍କ ପାଖରେ ନବାନ୍ନ ଲାଗି କରାଯାଉଛି। ଏହି ସମୟରେ ଢୋଲ, ଘଣ୍ଟଘଣ୍ଟା ଧ୍ବନିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର।ଏଥିଲାଗି ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇଛି। ସେହିପରି ପାଟଣାଗଡ଼ରେ ମାଆ ପାଟଣେଶ୍ବରୀ, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ସାରଂଗଡ଼ରେ ମାଆ ସମଲେଶ୍ବରୀ, ସୋନପୁରରେ ମାଆ ସୁରେଶ୍ବରୀଙ୍କ ଠାରେ ପୂର୍ବ ନିର୍ଧାରିତ ଲଗ୍ନ ଅନୁଯାୟୀ ନୂଆ ଚାଉଳରେ ପ୍ରସ୍ତୁତ ଭୋଗ ଲଗାଯାଉଛି। ସମସ୍ତ ସହର ଓ ଗାଁରେ ସେଠାକାର ଅଧିଷ୍ଠିତ ଦେବାଦେବୀଙ୍କୁ ପ୍ରଥମେ ନବାନ୍ନ ଭୋଗ ଲାଗି କରାଯାଉଛି। ଏହା ପରେ ପ୍ରତି ପରିବାରରେ ନିଜ ନିଜ ଇଷ୍ଟ ଦେବାଦେବୀଙ୍କୁ ନୂଆ ଭୋଗ ଲଗାଇବେ। ଚାଷୀମାନେ ନିଜ କ୍ଷେତକୁ ଯାଇ ପୂଜା କରିବେ। ଏହାପରେ ପରିବାରର ସବୁ ସଦସ୍ୟ ଏକାଠି ବସି ନୂଆଁ ଅନ୍ନ ଖାଇବେ।

You Might Also Like

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ନୌସେନା ଦିବସରେ ଯୋଗ ଦେବେ

୫ ଜିଲ୍ଲାକୁ ଗଡିବ ଲକ୍ଷ୍ମୀ ବସ୍

ଆତିଶୀ ମାର୍ଲେନ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

ମାଷ୍ଟରକ୍ୟାଣ୍ଟିନରେ କଂଗ୍ରେସ ବିଧାୟକମାନଙ୍କ ଧାରଣା ଜାରି

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ବିଶେଷ

ଇପିଏଫଓ ବଦଳାଇଲା ନିୟମ

Levlive Odia
Levlive Odia
1 year ago
ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ
୩ ହଜାର ହେବ ଭତ୍ତା ଟଙ୍କା
ମିଳୁନି ଯକ୍ଷ୍ମା ଔଷଧ; ବଜାରରେ ବି ଉପଲବ୍ଧ ନାହିଁ
ନୀଳ ରକ୍ତ କଙ୍କଡାର ସୁରକ୍ଷା ପାଇଁ ପଦକ୍ଷେପ ନିଆ ଯାଉ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha