LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଆନ୍ଦୋଳନରୁ ଓହରିଲା ଓଡ଼ିଶା ପରିବହନ ଶ୍ରମିକ ମହାସଂଘ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଆନ୍ଦୋଳନରୁ ଓହରିଲା ଓଡ଼ିଶା ପରିବହନ ଶ୍ରମିକ ମହାସଂଘ

Levlive Odia
Last updated: January 8, 2024 3:33 pm
Levlive Odia
2 years ago
Share
SHARE

ଆନ୍ଦୋଳନରୁ ଓହରିଲେ ଟ୍ରାନ୍ସପୋର୍ଟ କର୍ମଚାରୀ । ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ମୁଖ୍ୟ ସଚିବ, ପରିବହନ ସଚିବଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ସଂଘ । ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ସୂଚନା ଥାଉକି, ଆଜିଠାରୁ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବା ନେଇ ଗତକାଲି ଗଣମାଧ୍ୟମକୁ ସୂଚନା ଦେଇଥିଲା। ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଡ୍ରାଇଭରଙ୍କ ପାଇଁ କରାଯାଇଥିବା କଡ଼ା ଦଣ୍ଡ ବିଧାନ ବ୍ୟବସ୍ଥାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳୀନ ଧର୍ମଘଟ ଡାକରା ଦେଇଥିଲା ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ।ତେଣୁ ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଥିଲା । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ିଥିଲା । କାରଣ ଯୋଗାଣ ପ୍ରଭାବିତ ହୋଇଥିଲେ ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ଥିଲା ।

You Might Also Like

ବଢୁଛି ହୀରାକୁଦ ଜଳସ୍ତର ; ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ଆସନ୍ତା ୮ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବେ

ଭାରସାମ୍ୟ ହରାଇ ଓଲଟିଲା ମାଛ ଭର୍ତ୍ତି ପିକ୍‌ଅପ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଆସିବ ସ୍ବଚ୍ଛତା: ଅନିୟମିତତା କଲେ ଜେଲ୍

ଧାରଣାରେ କୋଣାର୍କ ସୂର୍ଯ୍ୟମନ୍ଦିରର ସୁରକ୍ଷାକର୍ମୀ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ମନୋରଞ୍ଜନ

ବକ୍ସ ଅଫିସ୍‌ରେ ହିଟ୍ କରୁଛି ପୱନ କଲ୍ୟାଣଙ୍କ ‘ବ୍ରୋ’

Levlive Odia
Levlive Odia
2 years ago
ସୁପ୍ରିମ୍‌ କୋର୍ଟ ବିଚାରପତି ଭାବେ ଶପଥ ନେଲେ ପ୍ରଶାନ୍ତ ମିଶ୍ରା ଓ କେ. ଭି. ବିଶ୍ବନାଥନ୍‌
ଆଜି ମିଳିବ ସୁଭଦ୍ରା ଟଙ୍କା, ୧୮ ଲକ୍ଷ ହିତାଧିକାରୀଙ୍କ ଖାତାକୁ ଯିବ ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା
ପଞ୍ଚଭୂତରେ ଲୀନ ହେଲେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସତ୍ୟନଗର ଶ୍ମଶାନରେ ଶେଷକୃତ୍ୟ ସଂପନ୍ନ
ବିଧାନସଭାରେ ଗଙ୍ଗା ଜଳ ଛିଞ୍ଚିଲେ ବିଜେଡ଼ି ବିଧାୟକ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha