LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ମୋଦିଙ୍କର ଗୋମାତା ପ୍ରତି ସ୍ନେହ ଦେଖିଲା ଭାରତ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ଦେଶ-ବିଦେଶ

ମୋଦିଙ୍କର ଗୋମାତା ପ୍ରତି ସ୍ନେହ ଦେଖିଲା ଭାରତ

Levlive Odia
Last updated: January 15, 2024 10:59 am
Levlive Odia
1 year ago
Share
SHARE

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମକର ସଂକ୍ରାନ୍ତି ଅବସରରେ ଗୋମାତାଙ୍କୁ ନିଜ ଘରେ ଘାସ ଖୁଆଇଛନ୍ତି। ଦକ୍ଷିଣ ଭାରତରେ ମକର ସଂକ୍ରାନ୍ତି ଖୁବ ଧୁମଧାମରେ ପାଳନ କରାଯାଉଥିବା ବେଳେ ଏହି ସମୟରେ ଗୁଡି ଉଡା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥାଏ।

ଏହାସହ ରବିବାର ରାଜଧାନୀ ଦିଲ୍ଲୀରେ ଦକ୍ଷିଣ ଭାରତର ସବୁଠାରୁ ପବିତ୍ର ପର୍ବ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଥିଲେ। ପୋଙ୍ଗଲ ମହୋତ୍ସବର ଏହି କାର୍ଯ୍ୟକ୍ରମ ଦିଲ୍ଲୀର ରାଜ୍ୟ ମନ୍ତ୍ରୀ ଏଲ ମୁରୁଗାନଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ରୀତିନୀତି ଅନୁଯାୟୀ ପୂଜା କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ସହ ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ତଥା ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦର୍ଯ୍ୟରାଜନ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏମାନଙ୍କ ବ୍ୟତୀତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ମଧ୍ୟ ଏହି ପୋଙ୍ଗଲ କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିଲେ।

ଏହି ସମୟରେ ମୋଦୀ ତାମିଲନାଡୁବାସୀ ତଥା ଦେଶବାସୀଙ୍କୁ ପୋଙ୍ଗଲର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପୋଙ୍ଗଲ ଦିନ ତାମିଲନାଡୁର ପ୍ରତ୍ୟେକ ଘର ପୋଙ୍ଗଲ ଧାରା ଦ୍ୱାରା ପ୍ରଭାବିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେହିଭଳି ଆପଣଙ୍କ ଜୀବନରେ ସୁଖ, ସମୃଦ୍ଧତା ଏବଂ ସନ୍ତୁଷ୍ଟିର ପ୍ରବାହ ଜାରି ରହିବ। ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମକର ସଂକ୍ରାନ୍ତି ଏବଂ ମାଘ ବିହୁରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

You Might Also Like

ମାଛଧରା ବନ୍ଦରରେ ଭୟାବହ ଅଗ୍ନିକାଣ୍ଡ

ଆଉ ନାହାନ୍ତି ପୋପ୍ ଫ୍ରାନସିସ୍; ୮୮ବର୍ଷରେ ପରଲୋକ

ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ମତଦାନ

କାଲିଠାରୁ ମିଳିବ ବୁଲେଟ ଟ୍ରେନର ସୁବିଧା

ବିଶ୍ୱରେ ସବୁଠୁ ସୁଖୀ ଦେଶ ହେଉଛି ଫିନଲ୍ୟାଣ୍ଡ୍, ୧୧୮ତମ ସ୍ଥାନରେ ରହିଛି ଭାରତ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ବିଶେଷ

ଗୋପାଳ କୃଷ୍ଣ ଗୋଖଲେଙ୍କ ଜନ୍ମଜୟନ୍ତୀ

Levlive Odia
Levlive Odia
2 years ago
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍
ମନମୋହନଙ୍କ ନାଁରେ ବାଜିଲା ମୋହର !
ବିଶ୍ୱବିଦ୍ୟାଳୟ ନିୟମରେ ପୁରୁଣା ଢାଞ୍ଚାକୁ ଆପଣାଯିବ:ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଆସନ୍ତାକାଲି ଏହି ନିର୍ବାଚନମଣ୍ଡଳୀକୁ ମିଳିବ ୨ଶହ କୋଟି ଟଙ୍କା…
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha