LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଆସନ୍ତା ୨୯ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଡିଜି ଓ ଆଇଜି ସମ୍ମିଳନୀରେ ହେବେ ସାମିଲ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଆସନ୍ତା ୨୯ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଡିଜି ଓ ଆଇଜି ସମ୍ମିଳନୀରେ ହେବେ ସାମିଲ

Levlive Odia
Last updated: November 25, 2024 4:59 pm
Levlive Odia
8 months ago
Share
SHARE

ଭୁବନେଶ୍ବର : ଆସନ୍ତା ୨୯ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଡିସେମ୍ବର ୧ ତାରିଖ ଅପରାହ୍ନ ଯାଏ ଓଡିଶାରେ ରହିବେ ପ୍ରଧାନମନ୍ତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ଆଇନ ମନ୍ତ୍ରୀ କହିଛନ୍ତି ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ୨୯ ତାରିଖରେ ଓଡ଼ିଶା ଆସିବେ । ସେ ୩୦ ଓ ଡିସେମ୍ବର ୧ରେ ଡିଜିପି ସମ୍ମିଳନୀରେ ଭାଗ ନେବେ । ତାଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ୩ ଦିନ ରହି କନଫରେନ୍ସରେ ଯୋଗଦେବେ । ସମ୍ମିଳନୀ ଶେଷ ହେବା ଯାଏ ସମସ୍ତେ ଉପସ୍ଥିତ ରହିବେ ।

ଆଇନ ମନ୍ତ୍ରୀଙ୍କ ପୂର୍ବରୁ ଡିଜିପି ୱାଇ.ବି ଖୁରାନିଆ ସୂଚନା ଦେଇ କହିଥିଲେ ୩ ଦିନିଆ ଡିଜିପି ସମ୍ମିଳନୀ ପାଇଁ ପ୍ରସ୍ତୁତି ସରିଛି । ୩ ଦିନିଆ ସମ୍ମିଳନୀରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ ।

You Might Also Like

ନବୀନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ବିଜୁବାବୁଙ୍କ ଜୟନ୍ତୀ ସମାରୋହକୁ କଲେ ନିମନ୍ତ୍ରଣ

ଗାଧୋଇବା ହେଲା କାଳ, ପୋଖରୀରେ ବୁଡ଼ି ୨ ସଂପର୍କୀୟ ନାବାଳକ ଭାଇ ମୃତ

ଆସିଲା ଫୋନ୍ କଲ କାହାକୁ ମିଳିବ ମନ୍ତ୍ରୀପଦ..

ରଥଯାତ୍ରାରେ ଯୋଗ ଦେବେ ରାଷ୍ଟ୍ରପତି

ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫଙ୍କ ଘର ଓ କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

Levlive Odia
Levlive Odia
7 months ago
ଓଡ଼ିଶାରେ ଏକ ବର୍ଷରେ ୬୧୪୦ ଜଣ କରିଛନ୍ତି ଆତ୍ମହତ୍ୟା
ଠକୁଛନ୍ତି ସୁନା ଦୋକାନୀ! ଏସବୁ ଜିଲାରେ ବେଶୀ ଠକେଇ
ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ଗଜଭୋଗ
ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha