LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲେ ‘ପ୍ରଥା’ ଫିଲ୍ମର ପ୍ରଯୋଜିକା
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ମନୋରଞ୍ଜନ

ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲେ ‘ପ୍ରଥା’ ଫିଲ୍ମର ପ୍ରଯୋଜିକା

Levlive Odia
Last updated: November 5, 2023 11:24 am
Levlive Odia
2 years ago
Share
SHARE

ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଥାନାରେ ଏତଲା ଦେଲେ ‘ପ୍ରଥା’ ଫିଲ୍ମର ପ୍ରଯୋଜିକା ସନଲିସା ପଟେଲ । ସେ ଅନ୍‌ଲାଇନରେ ଝାରସୁଗୁଡା ଥାନାରେ ଏତଲା ଦେଇଥିବା ସୂଚନା ଦେଇଛନ୍ତି । ଝାରସୁଗୁଡାର ଏକ ହଲରେ ‘ପ୍ରଥା’ ଫିଲ୍ମ ଚାଲିଥିବା ବେଲେ ଏହାର ପୋଷ୍ଟର ଚିରାଯିବା ପଛରେ ମନୋଜ ଓ ତାଙ୍କ ସମର୍ଥକଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ସନଲିସା…ଗତକାଲି ଦେଢଶହରୁ ଅଧିକ ଦର୍ଶକ ଫିଲ୍ମ ଦେଖୁଥିବା ବେଳେ ହଠାତ୍ କିଛି ବ୍ୟକ୍ତି ବାଇକରେ ପହଞ୍ଚି ଗଣ୍ଡଗୋଳ କରିଥିଲେ। ପୋଷ୍ଟର ବ୍ୟାନର ଚିରିବା ସହ ସୋ ବନ୍ଦ କରିବାକୁ ଧମକ ଦେଇଥିଲେ। ‘ପ୍ରଥା’ ଫିଲ୍ମ ବନ୍ଦ କରି କିଛି ଲୋକ ‘ମାଇଣ୍ଡଗେମ୍’ ଫିଲ୍ମ ଚଲାଇବାକୁ ବି ବାଧ୍ୟ କରିଥିଲେ। ଘଟଣାରେ ସରକାର ହସ୍ତକ୍ଷେପ କରିବାକୁ ପ୍ରଯୋଜିକା ସନଲିସା ପଟେଲ୍ ନିବେଦନ କରିଛନ୍ତି।

You Might Also Like

କମାଲ୍ କରିବ କି ରାଜୁ ହିରାନୀଙ୍କ ”ଡଙ୍କି”

ବିବାହ ବନ୍ଧନରେ ବାନ୍ଧି ହେଲେ ପୁଲକିତ୍ ସମ୍ରାଟ ଓ କ୍ରିତି ଖରବନ୍ଦା

ଡାକ୍ତରଖାନାରେ ଭର୍ତ୍ତି ହେଲେ ଅମିତାଭ ବଚ୍ଚନଙ୍କ ଶାଶୂ

ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା

ତିନିଜଣ ବଲିଉଡ ଷ୍ଟାରଙ୍କୁ ନୋଟିସ‌…

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

କନ୍ଧମାଳ କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଓଲଟି ୧୫ରୁ ଉର୍ଦ୍ଧ୍ବ ଆହତ

Levlive Odia
Levlive Odia
4 months ago
କ’ଣ olympics ରେ ହେବ କ୍ରିକେଟ ଖେଳ ?
ପାକିସ୍ତାନ ପାଳିବନି ନୂଆବର୍ଷ
କୁଳଭୂଷଣ ଯାଦବଙ୍କୁ ଅପହରଣ କରିଥିବା ମୁଫ୍‌ତି ମୀର୍‌କୁ ହତ୍ୟା
ପାଟନାରେ ଟନେଲ ନିର୍ମାଣ ବେଳେ ଅଘଟଣ, ୨ ଓଡ଼ିଆ ଶ୍ରମିକ ମୃତ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha