LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ତୃତୀୟ ବିବାହ କଲେ ସାନିଆ ମିର୍ଜାଙ୍କ ସ୍ୱାମୀ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ଖେଳ

ତୃତୀୟ ବିବାହ କଲେ ସାନିଆ ମିର୍ଜାଙ୍କ ସ୍ୱାମୀ

Levlive Odia
Last updated: January 20, 2024 1:54 pm
Levlive Odia
1 year ago
Share
SHARE

ପାକିସ୍ତାନ କ୍ରିକେଟ ଟିମର ପୂର୍ବତନ କ୍ୟାପ୍ଟେନ୍ ତଥା ଟେନିସ୍ ସେନ୍ସେସନ୍ ସାନିଆ ମିର୍ଜାଙ୍କ ସ୍ୱାମୀ ଶୋଏବ୍ ମଲିକ୍ ତୃତୀୟ ବିବାହ କରିଥିବା ଜଣାପଡିଛି । ଏହି ବିବାହ ଏଭଳି ସମୟରେ ହୋଇଛି ଯେତେବେଳେ ସାନିଆଙ୍କ ସହ ତାଙ୍କର ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି । ଦ୍ୱିତୀୟ ବିବାହ କରି ଶୋଏବ୍ ପାକିସ୍ତାନୀ ଅଭିନେତ୍ରୀ ସନା ଜାବେଦଙ୍କୁ ନିଜ ଜୀବନ ସାଥୀ କରିଛନ୍ତି ।ବୁଧବାର ସାନିଆ ସୋସିଆଲ ମିଡିଆରେ ଏଭଳି ଏକ ପୋଷ୍ଟ କରିଥିଲେ ଯାହାକୁ ନେଇ ଶୋଏବଙ୍କ ସହ ତାଙ୍କର ଛାଡପତ୍ର ଖବର ଜୋର ଧରିଥିଲା । ସାନିଆ ପୋଷ୍ଟରେ ଲେଖିଥିଲେ ଯେ, ‘ବିବାହ କଷ୍ଟକର, ତଲାକ୍ (ଛାଡପତ୍ର) ବି କଷ୍ଟକର । ଜୀବନ କେବେବି ସହଜ ନୁହେଁ । ଏହା ସବୁବେଳେ କଷ୍ଟକର ରହିବ । କିନ୍ତୁ ଆମକୁ ସବୁବେଳେ ଚେଷ୍ଟା କରି ବଞ୍ଚିବାକୁ ହବ । ତେଣୁ ବୁଦ୍ଧିମାନ ହୋଇ ଜୀବନରେ ସଠିକକୁ ବାଛନ୍ତୁ’ ।ଶୋଏବ୍ ପ୍ରଥମେ ୨୦୦୨ରେ ଆୟେଶା ସିଦ୍ଦିକିଙ୍କୁ ବିବାହ କରିଥିଲେ । ତାଙ୍କୁ ଛାଡପତ୍ର ଦେବା ପରେ ୨୦୧୦ରେ ସାନିଆ ମିର୍ଜାଙ୍କୁ ବିବାହ କରିଥିଲେ । ଏବେ ତାଙ୍କ ସହ ଛାଡପତ୍ର ଖବର ନିଶ୍ଚିତ ହେବା ପୂର୍ବରୁ ପାକିସ୍ତାନୀ ଅଭିନେତ୍ରୀ ସନା ଜାବେଦଙ୍କୁ ତୃତୀୟ ବିବାହ କରିଛନ୍ତି ।

You Might Also Like

ଧାରଣାରତ କୁସ୍ତିଯୋଦ୍ଧାଙ୍କୁ ଭେଟିଲେ ପିଟି ଉଷା

ଆଜିଠାରୁ ଆରମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪

ଆଇପିଏଲ ଇତିହାସରେ ଧୋନୀଙ୍କ ନୂଆ ରେକର୍ଡ

ହାଇଦ୍ରାବାଦକୁ ହରାଇ ଫାଇନାଲରେ କୋଲକାତା

‘ନାଡା’ର ବଡ଼ ଆକ୍ସନ, ରେସଲର୍‌ ବଜରଙ୍ଗ ପୁନିଆ ୪ ବର୍ଷ ପାଇଁ ବ୍ୟାନ୍

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ବିଜେପି କ୍ଷମତା କୁ ଆସିଲେ ଏକ ଦେଶ, ଏକ ନିର୍ବାଚନ

Swarnnashri Mishra
Swarnnashri Mishra
1 year ago
ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
କ୍ୟାବିନେଟ ମନ୍ତ୍ରୀ ଭାବେ ଓଡିଶାରୁ ଶପଥ ଗ୍ରହଣ କରିଛନ୍ତି ୩ ହେବିୱେଟ୍
ଇପିଏଫଓ ବଦଳାଇଲା ନିୟମ
ନେଦର୍‌ଲାଣ୍ଡ୍‌ସ୍‌ ‘ଗାର୍ଲଫ୍ରେଣ୍ଡ୍‌’ଙ୍କୁ ବାହାହେଲେ ଭାରତୀୟ ଯୁବକ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha