LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଆସନ୍ତା ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଆସନ୍ତା ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

Levlive Odia
Last updated: March 7, 2025 5:26 pm
Levlive Odia
4 months ago
Share
SHARE

ପୁରୀ: ସପ୍ତାହେ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି । ଆସନ୍ତା ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଦୋଳଯାତ୍ରାର ବିଶେଷ ନୀତିକାନ୍ତି ପାଇଁ ବନ୍ଦ ରହିବ ମରାମତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଆସନ୍ତା ୯ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ସାତ ଦିନ ଧରି ରତ୍ନଭଣ୍ଡାର ସଂରକ୍ଷଣ ତଥା ମରାମତି କାର୍ଯ୍ୟ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

You Might Also Like

ବଜେଟ୍‌ରେ ରେଲୱେରେ ଓଡ଼ିଶାକୁ ୧୦,୫୯୯ କୋଟି ମଞ୍ଜୁର ହୋଇଛି: ଅଶ୍ୱିନୀ ବୈଷ୍ଣବ

ରାଜ୍ୟରେ ସ୍ନାତକ (ୟୁଜି) ପାଠ୍ୟକ୍ରମ ପରିବର୍ତ୍ତନ ହୋଇ ‘ମଡେଲ ସିଲାବସ’ ଲାଗୁ ହେବ

ଭୟଭୀତ ନ ହେବାକୁ ବାଲୁକା କଳାରେ ବାର୍ତ୍ତା

୨୫ ରେ ଓଡ଼ିଶା ଆସିବେ ଅମିତ ଶାହା

ବିଜେଡି ନେତାଙ୍କ କୋଚିଙ୍ଗ ସେଣ୍ଟରରେ ଆଇଟି ରେଡ୍

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ମନୋରଞ୍ଜନ

ଡିସିପି ଅଫିସ ସାମ୍ନାରେ ଅଭିନେତା ମନୋଜ ମିଶ୍ର ଓ ବବି ଇସଲାମ ହାତାହାତି

Levlive Odia
Levlive Odia
8 months ago
ଏସିଆ କପ ୨୦୨୪:ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ
ୟୁରୋପରେ କରୋନାର ନୂଆ ଭାରିଆଣ୍ଟ
ପରିବାର ବାଦ ଓ କରପସନ ଉପରେ ପିଏମ ମୋଦି ଙ୍କ ର ଲାଲକିଲା ରୁ ପ୍ରହାର
ଯୋଗୀ ଆଦିତ୍ୟନାଥ-ଜ୍ଞାନବାପି ମସ୍‌ଜିଦ୍‌ରେ ତ୍ରିଶୂଳ କ’ଣ କରୁଛି ?
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha