LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଅନଲାଇନରେ କରିପାରିବେନି ‘ସୁଭଦ୍ରା’ ଆବେଦନ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଅନଲାଇନରେ କରିପାରିବେନି ‘ସୁଭଦ୍ରା’ ଆବେଦନ

Levlive Odia
Last updated: September 4, 2024 6:32 pm
Levlive Odia
10 months ago
Share
SHARE

ସୁଭଦ୍ରା ଯୋଜନା ଫର୍ମ ଦାଖଲକୁ ନେଇ ଲୋକଙ୍କ ମନରେ ଥିବା ଦ୍ୱନ୍ଦ୍ୱ ଦୂର କଲେ ଜନସେବା କେନ୍ଦ୍ରର ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ମୁଖ୍ୟ ଦିଲ୍ଲୀପ ଦାଶ । ନିଜେ ଘରେ ରହି ଅନଲାଇନରେ କରି ପାରିବେନି ସୁଭଦ୍ରା ଯୋଜନା ଆବେଦନ । କେବଳ ଜନସେବା କେନ୍ଦ୍ର ମାଧ୍ୟମରେ ହିଁ ହୋଇପାରିବ ଆବେଦନ । ଆଜି ସନ୍ଧ୍ୟାରୁ ଖୋଲିବ ସୁଭଦ୍ରା ପୋର୍ଟାଲ । ତେଣୁ ଏବେଠୁ ଜନସେବା କେନ୍ଦ୍ରରେ ଭିଡ଼ ଲଗାନ୍ତୁନି ।ସେହିପରି ସୁଭଦ୍ରା ଯୋଜନା ଆବେଦନ ପାଇଁ କୌଣସି ଶେଷ ତାରିଖ ଘୋଷଣା ହୋଇନାହିଁ । ତେଣୁ ଶେଷ ଆବେଦନକାରୀ ଥିବା ଯାଏଁ ଜାରି ରହିବ ଫର୍ମ ଗ୍ରହଣ । ରାଜ୍ୟ ସରକାର ଅଙ୍ଗନବାଡି କର୍ମୀଙ୍କ ଜରିଆରେ ଆବେଦନକାରୀଙ୍କ ପାଖରେ ଉପଲବ୍ଧ କରାଇଛନ୍ତି ସୁଭଦ୍ରା ଫର୍ମ । କିଛି ଜନସେବା କେନ୍ଦ୍ରରେ ମଧ୍ୟ ଫର୍ମ ଉପଲବ୍ଧ ହେଉଛି । ସେମାନଙ୍କ ଠାରୁ ଫର୍ମ ନେଇ ତାକୁ ପୂରଣ କରି ଜନସେବା କେନ୍ଦ୍ରରେ ଦାଖଲ କରିବେ । ଏଥିପାଇଁ ସାଥିରେ କେବଳ ଆଧାର କାର୍ଡ ଆଣିବାକୁ ପଡ଼ିବ । ମୋବାଇଲ ନମ୍ବର, ଆଙ୍ଗୁଠି ଛାପ, ମୁହଁ କିମ୍ବା ଆଖି ଡୋଳା ଭଳି ୪ଟି ବିକଳ୍ପରେ ହୋଇପାରିବ ଆଧାର ଅଥେଣ୍ଟିକେସନ । ତେଣୁ ଆଧାର ଅପଡେଟ କରାଇବା ଲାଗି ମଧ୍ୟ ଲୋକମାନେ ଜନସେବା କେନ୍ଦ୍ରରେ ଅଯଥା ଭିଡ଼ ଲଗାନ୍ତୁ ନାହିଁ । ଅନେକ ସ୍ଥାନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର କ୍ୟାମ୍ପ ଆୟୋଜନ କରାଯାଇ ସୁଭଦ୍ରା ଯୋଜନା ଫର୍ମ ଗ୍ରହଣ ବ୍ୟବସ୍ଥା କରାଯାଉଛି ।

You Might Also Like

ବାଲେଶ୍ୱର ରେଳ ଷ୍ଟେସନର ହେବ ନବକଳେବର..

ଗଣିତ ଖାତା ନଦେଖାଇବାରୁ ତୃତୀୟ ଶ୍ରେଣୀର ଛାତ୍ରକୁ ନିସ୍ତୁକ ମାଡ଼ ମାରିଲେ ଶିକ୍ଷୟିତ୍ରୀ

ରାଜ୍ୟରେ ୩ ଦିନ ସ୍କୁଲ ବନ୍ଦ

ଆବର୍ଜନାର ପାହାଡ଼ ପାଲଟିଛି ସ୍ମାର୍ଟ ସିଟି

ମାଡି ଆସୁଛି ବାତ୍ୟା !

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ଭୁବନେଶ୍ୱର ରାଜଭବନ ଛକରେ ମର୍ମଦୁନ୍ତ ସଡକ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

Levlive Odia
Levlive Odia
6 months ago
ଗୋଟିଏ ଶିକ୍ଷାବର୍ଷରେ ୨ଥର ହେବ ବୋର୍ଡ ପରୀକ୍ଷା
କର୍ଣ୍ଣାଟକରେ ବିଜେପି-କଂଗ୍ରେସ ମଧ୍ୟରେ ଘୋର ଲଢ଼େଇ
ଅଭୟାରଣ୍ୟରେ ଅଗ୍ନିକାଣ୍ଡ ରୋକିବାକୁ ଉଚ୍ଚସ୍ତରୀୟ ବୈଠକ
୧୨ ଘଣ୍ଟାରେ ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୪ ଜିଲ୍ଲାକୁ ପ୍ରବଳ ବର୍ଷା ଆଶଙ୍କା
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha