LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Levlive Odia
Last updated: June 13, 2023 10:41 am
Levlive Odia
2 years ago
Share
SHARE

ଆଜି ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ଆଲର୍ଟ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ ଓ ଗଜପତି। ୩ ଘଣ୍ଟା ପାଇଁ ଏହି ୭ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ଦିନରେ ସୂର୍ଯ୍ୟଙ୍କ ପ୍ରକୋପ ପରେ ଗତକାଲି ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ବାଲେଶ୍ୱର, ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ ପବନ ସହ ବର୍ଷା ହୋଇଥିଲା। ବାଲେଶ୍ୱରର କିଛି ସ୍ଥାନରେ ମାଟି ଘର ଭାଙ୍ଗି ଯାଇଥିବା ବେଳେ ଗଛ ଉପୁଡି ପଡ଼ି ରାସ୍ତାରେ ପଡ଼ିଥିଲା। ସେହିପରି କଟକ ସହରର ବହୁ ସ୍ଥାନରେ ରାସ୍ତା ଉପରେ ଗଛ ପଡ଼ିବା ଯୋଗୁ ଯାତାୟତ ପ୍ରଭାବିତ ହୋଇଥିଲା।

You Might Also Like

ଦିଲ୍ଲୀ ଓ ମୁମ୍ବାଇରେ ବଢିବାରେ ଲାଗିଛି ପ୍ରଦୂଷଣ

ହଜାର ଆଠ ନଡ଼ିଆ ମାନସିକ ପୂରଣ ହେଲାନି!

ନନ୍ଦନକାନନକୁ ଆସିଛନ୍ତି ଜିରାଫ୍

ମାଓବାଦୀ କ୍ୟାମ୍ପକୁ ଧ୍ୱଂସ କଲେ ସୁରକ୍ଷାକର୍ମୀ

ଥରେ OTETରେ ସଫଳ ହେଲେ ଆଉ ପରୀକ୍ଷା ଦେବାକୁ ପଡ଼ିବନି

TAGGED:rain alert odisha
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ବିଶେଷ

ଜୁଲାଇ ୧୪ରେ ଓଡ଼ିଶା ଆସିବେ ମହାମହିମ

Levlive Odia
Levlive Odia
2 weeks ago
ସ୍ତ୍ରୀଙ୍କୁ ବିଭତ୍ସ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ
ରାହୁଲ ଗାନ୍ଧୀଙ୍କୁ ମନ୍ଦିର ଯିବା ମନା…
‘ସମ୍ବାଦ’ର ୪୦ତମ ବାର୍ଷିକ ଉତ୍ସବ ଉଦଘାଟିତ
୨୨୩ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha