LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ

Levlive Odia
Last updated: December 12, 2024 11:17 am
Levlive Odia
7 months ago
Share
SHARE

ପୁରୀ: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

You Might Also Like

ବରଗଡ଼ ଧନୁଯାତ୍ରା ପାଇଁ ଭୁବନେଶ୍ଵର ପ୍ରଧାନ ନୂଆ କଂସ ଭାବେ ମନୋନୀତ ହୋଇଛନ୍ତି

୧୮ ତାରିଖରୁ ଓଡିଶାରେ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ

ଘୁଷୁରି ପାଳନ ୟୁନିଟରେ ପ୍ରଶାସନର ଚଢ଼ାଉ, ୭ ନାବାଳକ ଉଦ୍ଧାର !

ଓଡ଼ିଶାର ୧୨ ମନ୍ତ୍ରୀ ହାରିଲେ

ସୁଧୁରିଲା ଭଦ୍ରକର ସ୍ଥିତି

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜ୍ୟ

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଓଡ଼ିଆ ଯବାନ ସହିଦ

Levlive Odia
Levlive Odia
2 years ago
ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା
ଆଜି ୩ ଜିଲ୍ଲାରେ ସମ୍ବୋଧନ କରିବେ ନବୀନ ପଟ୍ଟନାୟକ
ମେଡିକାଲ୍‌ରୁ ପୁଣି ନବଜାତ ଶିଶୁ ଚୋରି ଅଭିଯୋଗ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha