LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଖାଇବା ପୂର୍ବରୁ କଣ ଖାଇବେ ?
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ଜୀବନଚର୍ଯ୍ୟା

ଖାଇବା ପୂର୍ବରୁ କଣ ଖାଇବେ ?

Levlive Odia
Last updated: June 11, 2023 3:06 pm
Levlive Odia
2 years ago
Share
Indoor image of a happy, Asian/Indian, senior couple eats north Indian food called Chhole Bhature in lunch at a restaurant.
SHARE

ପ୍ରାଚୀନ କାଳରୁ ହିଁ ଲୋକେ ଖାଦ୍ୟ ଖାଇବା ପରେ ଯେକୌଣସି ମିଠା ନିଶ୍ଚୟ ଖାଇଥାଆନ୍ତି। ହିନ୍ଦୁ ଶାସ୍ତ୍ର ଓ ଆୟୁର୍ବେଦରେ ମଧ୍ୟ ଏହାର ଉଲ୍ଲେଖ ରହିଛି। ମିଠା ଖାଇବା ସହ ଜଡ଼ିତ କିଛି କଥା ଓ ଭୋଜନର ଆରମ୍ଭରୁ ସର୍ବଦା ରାଗୁଆ କିମ୍ବା ଚଟପଟା ଖାଦ୍ୟରୁ ହିଁ ଆରମ୍ଭ କରିବା ଆବଶ୍ୟକ। ଏହା ହୁଏତ ସଭିଏଁ ଜାଣି ନଥିବେ। ଜାଣନ୍ତୁ ଏହାର କାରଣ ଓ ଲାଭ ବିଷୟରେ…

Contents
ମସଲାଯୁକ୍ତ (ରାଗୁଆ) ଓ ଚଟପଟା –– ଏହି ପ୍ରକାର ଖାଦ୍ୟ ଖାଇବା ଦ୍ୱାରା ଶରୀରରୁ ପାଚକ ରସ ଓ ଏସିଡ଼ିଟି କ୍ଷରଣ ହୋଇଥାଏ। ଯାହା ପାଚନ ପ୍ରକ୍ରିୟାକୁ ବୃଦ୍ଧି କରିଥାଏ, ସଠିକ ଭାବେ କାର୍ୟ୍ୟ କରିବାକୁ ସହାୟକ ହୋଇଥାଏ। – ଆୟୁର୍ବେଦ ଅନୁଯାୟୀ, ଖାଦ୍ୟର ଆରମ୍ଭରୁ ଚଟପଟା ଅଥବା ମସଲାଯୁକ୍ତ ଖାଦ୍ୟର ସେବନ ଦ୍ୱାରା ପାଚନ ତନ୍ତ୍ରରେ ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ। ଶରୀରକୁ ଆବଶ୍ୟକ ପରିମାଣରେ ପୋଷକ ତତ୍ତ୍ୱ ମିଳିଥାଏ। – ଖାଦ୍ୟର ଆରମ୍ଭରୁ ଚଟପଟା ଅଥବା ମସଲାଯୁକ୍ତ ଖାଦ୍ୟର ସେବନ ଦ୍ୱାରା ସଠିକ ସମୟରେ ଭୋକ ହୋଇଥାଏ। କାର୍ୟ୍ୟ କରିବାର ଇଚ୍ଛା ଶକ୍ତି ବୃଦ୍ଧି ପାଇଥାଏ।ମିଠା ଜାତୀୟ ଖାଦ୍ୟ –ମିଠା ଜାତୀୟ ଖାଦ୍ୟରେ କାର୍ବୋହାଇଡ୍ରେଟ ରହିଥାଏ। ଯାହା ପାଚନ କ୍ରିୟାକୁ ଧୀର କରିଥାଏ। ଏହି କାରଣରୁ ଖାଦ୍ୟ ଖାଇବା ପରେ ମିଠା ଖାଇବା ଉଚିତ। – ମିଠା ଖାଇବା ପରେ ମେରୋଟେନିନ ନାମକ ହରମୋନର ସ୍ତର ବୃଦ୍ଧି ପାଇଥାଏ। ଯେଉଁ କାରଣରୁ ମିଠା ଖାଇବା ପରେ ଆପଣଙ୍କୁ ଖୁସିର ଅନୁଭବ ହୋଇଥାଏ। – ଯେଉଁ ସମୟରେ ଆପଣ ଅଧିକ ମାତ୍ରାରେ ଖାଦ୍ୟ ଖାଇ ଦେଇଥାଆନ୍ତି , ଅନେକ ସମୟରେ ବ୍ୟସ୍ତ ଭଳି ଅନୁଭବ ହୋଇଥାଏ। ଏଭଳି ପରିସ୍ଥିତିରେ ମିଠା ଜାତୀୟ ଖାଦ୍ୟ ଖାଇବା ଦ୍ୱାରା ଆରାମ ଅନୁଭବ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ମିଳିଥାଏ। – ଆୟୁର୍ବେଦ ଅନୁଯାୟୀ, ଖାଦ୍ୟ ଖାଇବା ପରେ ମିଠା ଖାଇବା ଦ୍ୱାରା ପେଟରେ ଜଳାପୋଡା କମ ହୋଇଥାଏ, ଏସିଡିଟି ମଧ୍ୟ ହୋଇନଥାଏ।

ମସଲାଯୁକ୍ତ (ରାଗୁଆ) ଓ ଚଟପଟା –

ଖାଦ୍ୟ ଖାଇବାର ଆରମ୍ଭରେ ମସଲାଯୁକ୍ତ କିମ୍ବା ଚଟପଟା ଖାଇବା ଦ୍ୱାରା ପାଚନ ତନ୍ତ୍ର ସକ୍ରିୟ ରହିଥାଏ।

– ଏହି ପ୍ରକାର ଖାଦ୍ୟ ଖାଇବା ଦ୍ୱାରା ଶରୀରରୁ ପାଚକ ରସ ଓ ଏସିଡ଼ିଟି କ୍ଷରଣ ହୋଇଥାଏ। ଯାହା ପାଚନ ପ୍ରକ୍ରିୟାକୁ ବୃଦ୍ଧି କରିଥାଏ, ସଠିକ ଭାବେ କାର୍ୟ୍ୟ କରିବାକୁ ସହାୟକ ହୋଇଥାଏ।
– ଆୟୁର୍ବେଦ ଅନୁଯାୟୀ, ଖାଦ୍ୟର ଆରମ୍ଭରୁ ଚଟପଟା ଅଥବା ମସଲାଯୁକ୍ତ ଖାଦ୍ୟର ସେବନ ଦ୍ୱାରା ପାଚନ ତନ୍ତ୍ରରେ ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ। ଶରୀରକୁ ଆବଶ୍ୟକ ପରିମାଣରେ ପୋଷକ ତତ୍ତ୍ୱ ମିଳିଥାଏ।
– ଖାଦ୍ୟର ଆରମ୍ଭରୁ ଚଟପଟା ଅଥବା ମସଲାଯୁକ୍ତ ଖାଦ୍ୟର ସେବନ ଦ୍ୱାରା ସଠିକ ସମୟରେ ଭୋକ ହୋଇଥାଏ। କାର୍ୟ୍ୟ କରିବାର ଇଚ୍ଛା ଶକ୍ତି ବୃଦ୍ଧି ପାଇଥାଏ।

ମିଠା ଜାତୀୟ ଖାଦ୍ୟ –

ମିଠା ଜାତୀୟ ଖାଦ୍ୟରେ କାର୍ବୋହାଇଡ୍ରେଟ ରହିଥାଏ। ଯାହା ପାଚନ କ୍ରିୟାକୁ ଧୀର କରିଥାଏ। ଏହି କାରଣରୁ ଖାଦ୍ୟ ଖାଇବା ପରେ ମିଠା ଖାଇବା ଉଚିତ।
– ମିଠା ଖାଇବା ପରେ ମେରୋଟେନିନ ନାମକ ହରମୋନର ସ୍ତର ବୃଦ୍ଧି ପାଇଥାଏ। ଯେଉଁ କାରଣରୁ ମିଠା ଖାଇବା ପରେ ଆପଣଙ୍କୁ ଖୁସିର ଅନୁଭବ ହୋଇଥାଏ।
– ଯେଉଁ ସମୟରେ ଆପଣ ଅଧିକ ମାତ୍ରାରେ ଖାଦ୍ୟ ଖାଇ ଦେଇଥାଆନ୍ତି , ଅନେକ ସମୟରେ ବ୍ୟସ୍ତ ଭଳି ଅନୁଭବ ହୋଇଥାଏ। ଏଭଳି ପରିସ୍ଥିତିରେ ମିଠା ଜାତୀୟ ଖାଦ୍ୟ ଖାଇବା ଦ୍ୱାରା ଆରାମ ଅନୁଭବ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।
– ଆୟୁର୍ବେଦ ଅନୁଯାୟୀ, ଖାଦ୍ୟ ଖାଇବା ପରେ ମିଠା ଖାଇବା ଦ୍ୱାରା ପେଟରେ ଜଳାପୋଡା କମ ହୋଇଥାଏ, ଏସିଡିଟି ମଧ୍ୟ ହୋଇନଥାଏ।

You Might Also Like

ଖରାଦିନେ କେମିତି କମାଇବେ ମୋଟାପଣ ?

ଶରୀରରୁ ଏହି ଭିଟାମିନ କମିଲେ ହୋଇପାରେ କ୍ୟାନ୍ସର !

Camel Flu କ’ଣ : ଏହା କିପରି ବ୍ୟାପେ, ଏହାର ଲକ୍ଷଣ କ’ଣ

ବହୁ ସମସ୍ୟାର ଗୋଟିଏ ମହୋଷଧୀ ଅନୁଲୋମବିଲୋମ

ଜାଣନ୍ତୁ ଧନିଆ ପତ୍ର ଜୁସ୍‌ ପିଇଲେ ଆମକୁ କଣ ଲାଭ ମିଳିଥାଏ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ଦେଶ-ବିଦେଶ

ଆଜି କାରିଗର ଏବଂ ଶିଳ୍ପୀମାନଙ୍କ ପାଇଁ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

Levlive Odia
Levlive Odia
2 years ago
ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କାର ବଜେଟ
ଭାରତକୁ ୬୪୦ ମୂଲ୍ୟବାନ ସାମଗ୍ରୀ ଫେରାଇଲା ଆମେରିକା
ଆନ୍ଦୋଳନକୁ ଓହ୍ଲାଇଲେ ପୂର୍ବତନ ସେନା କର୍ମଚାରୀ
ଝିଅ ଶ୍ୱେତାଙ୍କ ନାଁରେ ୫୦ କୋଟି ଟଙ୍କାର ବଙ୍ଗଳା ଲେଖିଦେଇଛନ୍ତି ଅମିତାଭ ବଚ୍ଚନ
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha